ଲୂକ ଲିଖିତ ସୁସମାଚାର 22:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 “ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)42 ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ। Viz kapitolaଓଡିଆ ବାଇବେଲ42 ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)42 ସେ କହିଲେ, “ପିତା, ଯଦି ତୁମର ଇଚ୍ଛା ଥାଏ, ତେବେ ଏ ଦୁଃଖଦାୟକ ପାନପାତ୍ର ମୋ’ଠାରୁ ଦୂର କର। କିନ୍ତୁ ମୋର ଇଚ୍ଛା ନୁହେଁ, ମାତ୍ର ତୁମର ଇଚ୍ଛା ସଫଳ ହେଉ।” Viz kapitolaପବିତ୍ର ବାଇବଲ42 “ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତେବେ ଦୁଃଖ ‘ଯାତନାର ଏହି ପାନପାତ୍ର’ ମୋ'ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମୋ’ ଇଚ୍ଛାରେ ନୁହେଁ।” Viz kapitola |