ଲୂକ ଲିଖିତ ସୁସମାଚାର 22:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଆଉ, ସ୍ଵର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ। Viz kapitolaଓଡିଆ ବାଇବେଲ43 ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)43 ସ୍ୱର୍ଗରୁ ଜଣେ ଦୂତ ତାଙ୍କ ଆଗରେ ଉପସ୍ଥିତ ହେଲେ ଓ ତାଙ୍କୁ ଶକ୍ତି ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ43 ତା'ପରେ ସ୍ୱର୍ଗରୁ ଜଣେ ଦୂତ ଆସି ଦେଖାଦେଲେ। ସେହି ସ୍ୱର୍ଗଦୁତଙ୍କୁ ଯୀଶୁଙ୍କୁ ସାହାଯ୍ୟ କରିବା ପାଇଁ ପଠାଯାଇଥିଲା। Viz kapitola |