ଲୂକ ଲିଖିତ ସୁସମାଚାର 22:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)45 ଆଉ, ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; Viz kapitolaଓଡିଆ ବାଇବେଲ45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; Viz kapitolaପବିତ୍ର ବାଇବଲ (CL) NT (BSI)45 ପ୍ରାର୍ଥନାରୁ ଉଠି ସେ ଶିଷ୍ୟମାନଙ୍କ ନିକଟକୁ ଫେରି ଆସି ସେମାନଙ୍କୁ ଦୁଃଖରେ ଶୋଇ ଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେମାନେ ସମସ୍ତେ ଶୋଇପଡ଼ିଥିଲେ, ସେମାନଙ୍କ ଦୁଃଖ ସେମାନଙ୍କୁ ବହୁତ କ୍ଳାନ୍ତ କରି ପକାଇଥିଲା। Viz kapitola |