ଲୂକ ଲିଖିତ ସୁସମାଚାର 22:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ଆଉ, ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର ଡାହାଣ କାନ କାଟି ପକାଇଲେ। Viz kapitolaଓଡିଆ ବାଇବେଲ50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)50 ଏହା କହି ସେମାନଙ୍କ ମଧ୍ୟରୁ ଜଣେ ପ୍ରଧାନ ଯାଜକଙ୍କ ଦାସର ଡ଼ାହାଣ କାନ କାଟି ପକାଇଲା। Viz kapitolaପବିତ୍ର ବାଇବଲ50 ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା। Viz kapitola |