Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?

Viz kapitola kopírovat

ଓଡିଆ ବାଇବେଲ

52 ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

52 ତା’ପରେ ଯୀଶୁ ତାଙ୍କୁ ଧରିବା ପାଇଁ ଆସିଥିବା ମୁଖ୍ୟ ଯାଜକ, ମନ୍ଦିର ମହାରକ୍ଷୀ ଓ ଧର୍ମନେତାମାନଙ୍କୁ କହିଲେ, “ମୁଁ କ’ଣ ଜଣେ ଦସ୍ୟୁ ଯେ ତୁମେ ଖଣ୍ଡା ଓ ବାଡ଼ି ନେଇ ଆସିଛ?

Viz kapitola kopírovat

ପବିତ୍ର ବାଇବଲ

52 ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:52

Následuj nás:

Reklamy


Reklamy