ଲୂକ ଲିଖିତ ସୁସମାଚାର 22:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ସେ ସମ୍ମତ ହୋଇ ଲୋକସମୂହର ଅସାକ୍ଷାତରେ ତାହାଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ6 ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)6 ଯିହୂଦା ଏଥିରେ ରାଜି ହେଲା ଏବଂ ଲୋକଙ୍କ ଅଜ୍ଞତାରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବାର ଗୋଟିଏ ଭଲ ସୁଯୋଗ ଖୋଜିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ6 ଯିହୂଦା ରାଜି ହେଲା। ସେ ଯୀଶୁଙ୍କୁ ଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ଗୋଟିଏ ସୁଯୋଗର ଅପେକ୍ଷାରେ ରହିଲା। ଯିହୂଦା ଗ୍ଭହୁଁଥିଲା ଯେ, ଯେତେବେଳେ କୌଣସି ଲୋକ ଉପସ୍ଥିତ ନ ଥିବେ, ସେ ସେତିକିବେଳେ ଏ କାମ କରିବ। Viz kapitola |