ଲୂକ ଲିଖିତ ସୁସମାଚାର 22:71 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ। Viz kapitolaଓଡିଆ ବାଇବେଲ71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)71 ସେମାନେ କହିଲେ, “ଆମର ଆଉ କୌଣସି ସାକ୍ଷୀର ପ୍ରୟୋଜନ ନାହିଁ। ସେ ଯାହା କହିଛି, ଆମେ ନିଜେ ତାହା ଶୁଣିଛୁ!” Viz kapitolaପବିତ୍ର ବାଇବଲ71 ସେମାନେ କହିଲେ, “ତେବେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ’ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁଖରୁ ଏହା ଶୁଣିଲୁ।” Viz kapitola |