ଲୂକ ଲିଖିତ ସୁସମାଚାର 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)15 ହେରୋଦ ମଧ୍ୟ ପାଇ ନାହାନ୍ତି, କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇ ଦେଲେ; ଆଉ ଦେଖ, ଏ ପ୍ରାଣଦଣ୍ତଯୋଗ୍ୟ କୌଣସି କର୍ମ କରି ନାହିଁ; Viz kapitolaଓଡିଆ ବାଇବେଲ15 କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)15 ହେରୋଦ ମଧ୍ୟ ତା’ର କୌଣସି ଦୋଷ ପାଇ ନାହାନ୍ତି। ତେଣୁ ସେ ତାକୁ ମୋ’ ନିକଟକୁ ପଠାଇ ଦେଇଛନ୍ତି। ମୃତ୍ୟୁ ଦଣ୍ଡ ଭୋଗିବା ଭଳି ଏ ଲୋକ କୌଣସି ଦୋଷ କରି ନାହିଁ। Viz kapitolaପବିତ୍ର ବାଇବଲ15 ତାଛଡ଼ା ହେରୋଦ ମଧ୍ୟ ତାହାଙ୍କଠାରେ କୌଣସି ଭୁଲ୍ ଦେଖି ନାହାନ୍ତି। ହେରୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦେଇଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ୍ କାମ କରି ନାହାନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହେବ ନାହିଁ। Viz kapitola |