Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର।

Viz kapitola kopírovat

ଓଡିଆ ବାଇବେଲ

18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ସମଗ୍ର ଜନତା ଚିକ୍ରାର କରି କହିଲେ, “ତାକୁ ବଧ କର। ଆମ ପାଇଁ ବାରବ୍ବାକୁ ମୁକ୍ତ କର।”

Viz kapitola kopírovat

ପବିତ୍ର ବାଇବଲ

18 କିନ୍ତୁ ସବୁଲୋକେ ପାଟିକରି ଉଠିଲେ, “ତାହାକୁ ମାରିଦିଅ। ବାର‌ବ୍‌ବାକୁ ମୁକ୍ତ କରିଦିଅ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:18

Následuj nás:

Reklamy


Reklamy