Online Bible

- Reklamy -




ଲୂକ ଲିଖିତ ସୁସମାଚାର 23:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେତେବେଳେ ‘ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼,’ ‘ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତ-ମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ।

Viz kapitola kopírovat

ଓଡିଆ ବାଇବେଲ

30 ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ସେହି ସମୟରେ ଲୋକମାନେ ପର୍ବତମାନଙ୍କୁ କହିବେ, ‘ଆମ ଉପରେ ମାଡ଼ି ପଡ଼। ପର୍ବତମାନଙ୍କୁ କହିବେ, ‘ଆମକୁ ଲୁଚାଅ।’

Viz kapitola kopírovat

ପବିତ୍ର ବାଇବଲ

30 ତା'ପରେ ଲୋକମାନେ ପର୍ବତକୁ କହିବେ, ଆମ୍ଭ ଉପରେ ଖସିପଡ଼୍, ଲୋକେ ପାହାଡ଼କୁ କହିବେ, ‘ଆମ୍ଭକୁ ଘୋଡ଼େଇ ଦିଅ।’

Viz kapitola kopírovat




ଲୂକ ଲିଖିତ ସୁସମାଚାର 23:30

Následuj nás:

Reklamy


Reklamy