ଲୂକ ଲିଖିତ ସୁସମାଚାର 23:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ, Viz kapitolaଓଡିଆ ବାଇବେଲ36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)36 ସୈନ୍ୟମାନେ ମଧ୍ୟ ତାଙ୍କୁ ପରିହାସ କଲେ। ସେମାନେ ତାଙ୍କ ପାଖକୁ ଆସି ତାଙ୍କୁ ଅମ୍ଲରସ ଯାଚି କହିଲେ, Viz kapitolaପବିତ୍ର ବାଇବଲ36 ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ। Viz kapitola |