ଲୂକ ଲିଖିତ ସୁସମାଚାର 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକ-ସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ। Viz kapitolaଓଡିଆ ବାଇବେଲ4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ । Viz kapitolaପବିତ୍ର ବାଇବଲ (CL) NT (BSI)4 ତା’ପରେ ପିଲାତ ମୁଖ୍ୟ ଯାଜକ ଓ ଜନତାଙ୍କୁ କହିଲେ, “ଏ ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମୁଁ କୌଣସି କାରଣ ପାଉ ନାହିଁ।” Viz kapitolaପବିତ୍ର ବାଇବଲ4 ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,” Viz kapitola |