ଲୂକ ଲିଖିତ ସୁସମାଚାର 23:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଆଉ, ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ। Viz kapitolaଓଡିଆ ବାଇବେଲ46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)46 ଯୀଶୁ ଉଚ୍ଚ ସ୍ୱରରେ ଚିକ୍ରାର କରି କହିଲେ, “ପିତା! ତୁମ ହାତରେ ମୁଁ ମୋର ଆତ୍ମାକୁ ସମର୍ପଣ କରୁଛି!” ସେ ଏହା କହି ପ୍ରାଣ ତ୍ୟାଗ କଲେ। Viz kapitolaପବିତ୍ର ବାଇବଲ46 ଯୀଶୁ ପାଟିକରି କହିଲେ, “ହେ ପରମପିତା, ମୁଁ ମୋର ଆତ୍ମା ତୁମ୍ଭକୁ ଦେଉଛି।” ଏହା କହିବା ପରେ ଯୀଶୁ ପ୍ରାଣ ତ୍ୟାଗ କଲେ। Viz kapitola |