ଲୂକ ଲିଖିତ ସୁସମାଚାର 23:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)55 ଆଉ, ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧିକି ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ, Viz kapitolaଓଡିଆ ବାଇବେଲ55 ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ, Viz kapitolaପବିତ୍ର ବାଇବଲ (CL) NT (BSI)55 ଯୀଶୁଙ୍କୁ ଅନୁଗମନ କରିଥିବା ଗାଲିଲୀର ସ୍ତ୍ରୀ ଲୋକମାନେ ଯୋସେଫଙ୍କ ସହିତ ସମାଧିକୁ ଯାଇ ଯୀଶୁଙ୍କ ଶୀରରକୁ ସେଥିରେ କିପରି ରଖାଗଲା, ତାହା ଦେଖିଲେ। Viz kapitolaପବିତ୍ର ବାଇବଲ55 ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ। Viz kapitola |