ଲୂକ ଲିଖିତ ସୁସମାଚାର 23:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧୀନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମ ସହରରେ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେ ଯେ ହେରୋଦଙ୍କ ରାଜ୍ୟର ଲୋକ, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ। Viz kapitolaଓଡିଆ ବାଇବେଲ7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)7 ଯୀଶୁ ହେରୋଦଙ୍କ ଦ୍ୱାରା ଶାସିତ ଗାଲିଲୀ ଅଞ୍ଚଳରୁ ଆସିଛନ୍ତି ବୋଲି ଜାଣି ପିଲାତ ତାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ। ହେରୋଦ ମଧ୍ୟ ସେହି ସମୟରେ ଯିରୂଶାଲମରେ ଥିଲେ। Viz kapitolaପବିତ୍ର ବାଇବଲ7 ପୀଲାତ ଜାଣିଲେ ଯେ, ଯୀଶୁ ହେରୋଦଙ୍କ ଅଧିକାର କ୍ଷେତ୍ରର ଲୋକ। ହେରୋଦ ସେହି ସମୟରେ ଯିରୁଶାଲମରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇଦେଲେ। Viz kapitola |