ଲୂକ ଲିଖିତ ସୁସମାଚାର 24:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ତାହାଙ୍କୁ ଦେଖିଲେ ନାହିଁ। Viz kapitolaଓଡିଆ ବାଇବେଲ24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ Viz kapitolaପବିତ୍ର ବାଇବଲ (CL) NT (BSI)24 ତା’ପରେ ଆମ ଦଳର କେତେକ, ସମାଧିକୁ ଯାଇ ସ୍ତ୍ରୀମାନଙ୍କ କହିବାନୁସାରେ ସେଠାରେ ଠିକ୍ ସେହିପରି ସବୁ ଦେଖି ଆସିଲେ, କିନ୍ତୁ ଯୀଶୁଙ୍କୁ ସେମାନେ କେହି ଦେଖି ନାହାନ୍ତି।” Viz kapitolaପବିତ୍ର ବାଇବଲ24 ତା'ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ୟ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ୟ ଖାଲି ଥିଲା, ସେମାନେ ଭିତରକୁ ଗ୍ଭହିଁଲେ, କିନ୍ତୁ ସେମାନେ ଯୀଶୁଙ୍କୁ ସେଠାରେ ପାଇଲେ ନାହିଁ।” Viz kapitola |