ଲୂକ ଲିଖିତ ସୁସମାଚାର 24:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ଵାରା କଥିତ ସମସ୍ତ ବାକ୍ୟରେ ବିଶ୍ଵାସ କରିବାକୁ ଶିଥିଳଚିତ୍ତମାନେ, Viz kapitolaଓଡିଆ ବାଇବେଲ25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, Viz kapitolaପବିତ୍ର ବାଇବଲ (CL) NT (BSI)25 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମେ କେଡ଼େ ନିର୍ବୋଧ, ଭାବବାଦୀମାନେ ଯାହା କହି ଯାଇଛନ୍ତି, ସେଥିରେ ବିଶ୍ୱାସ କରିବା ପାଇଁ ତୁମେ କେଡ଼େ ଅପ୍ରସ୍ତୁତ। Viz kapitolaପବିତ୍ର ବାଇବଲ25 ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟଦ୍ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର। Viz kapitola |