Online Bible

- Reklamy -




ଲୂକ ଲିଖିତ ସୁସମାଚାର 24:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭ-ମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ।

Viz kapitola kopírovat

ଓଡିଆ ବାଇବେଲ

29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 କିନ୍ତୁ ସେମାନେ ତାଙ୍କୁ ଅଟକାଇ କହିଲେ, “ଦିନ ପ୍ରାୟ ଶେଷ ହେବା ଉପରେ। ଅନ୍ଧାର ହୋଇ ଆସୁଛି, ଆପଣ ଆମ ସହିତ ରହିଯା’ନ୍ତୁ।” ତେଣୁ ସେ ସେମାନଙ୍କ ସହିତ ରହିବା ପାଇଁ ଭିତରକୁ ଗଲେ।

Viz kapitola kopírovat

ପବିତ୍ର ବାଇବଲ

29 କିନ୍ତୁ ସେମାନେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭ ସାଙ୍ଗରେ ରହିଯାଅ। ସନ୍ଧ୍ୟାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ।” ତେଣୁ ଯୀଶୁ ସେମାନଙ୍କ ସହିତ ରହିବା ପାଇଁ ଘର ଭିତରକୁ ଗଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 24:29

Následuj nás:

Reklamy


Reklamy