ଲୂକ ଲିଖିତ ସୁସମାଚାର 24:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଆଉ, ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୋଟୀ ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ଵାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ35 ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)35 ସେହି ଦୁଇ ଜଣ ପଥ ମଧ୍ୟରେ ଯାହା ସବୁ ଘଟିଥିଲା ଏବଂ ରୋଟୀ ଭାଙ୍ଗିବା ସମୟରେ ସେମାନେ କିପରି ତାଙ୍କୁ ଚିହ୍ନିଥିଲେ, ଏ କଥା ବର୍ଣ୍ଣନା କରି କହିଲେ। Viz kapitolaପବିତ୍ର ବାଇବଲ35 ତା'ପରେ ଏହି ଦୁଇଜଣ ଲୋକ ରାସ୍ତାରେ ଯାହାସବୁ ଘଟିଥିଲା, ସେ ସମସ୍ତ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ସେମାନେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସେମାନେ କିପରି ଯୀଶୁଙ୍କୁ ଚିହ୍ନି ପାରିଲେ। Viz kapitola |