ଲୂକ ଲିଖିତ ସୁସମାଚାର 24:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? Viz kapitolaଓଡିଆ ବାଇବେଲ38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)38 କିନ୍ତୁ ସେ ସେମାନଙ୍କୁ କହିଲେ, “କାହିଁକି ଡ଼ରୁଛ? କାହିଁକି ତୁମ ମନରେ ଏସବୁ ସନ୍ଦେହ ହେଉଛି? Viz kapitolaପବିତ୍ର ବାଇବଲ38 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ? Viz kapitola |