ଲୂକ ଲିଖିତ ସୁସମାଚାର 24:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥା ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖା ଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି। Viz kapitolaଓଡିଆ ବାଇବେଲ44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି । Viz kapitolaପବିତ୍ର ବାଇବଲ (CL) NT (BSI)44 ତା’ପରେ ସେ ସେମାନଙ୍କୁ କହିଲେ, “ମୁଁ ତୁମ ସଙ୍ଗରେ ଥିବା ସମୟରେ ଠିକ୍ ଏହି କଥା ସବୁ କହିଥିଲି। ମୋଶାଙ୍କ ବ୍ୟବସ୍ଥା, ଭାବବାଦୀ ଗ୍ରନ୍ଥ ଓ ଦାଉଦଙ୍କ ଗୀତଗୁଡ଼ିକରେ ମୋ’ ବିଷୟରେ ଉଲ୍ଲିଖିତ ହୋଇଥିବା ପ୍ରତ୍ୟେକ ବିଷୟ ସଫଳ ହୋଇଛି।” Viz kapitolaପବିତ୍ର ବାଇବଲ44 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।” Viz kapitola |