ଲୂକ ଲିଖିତ ସୁସମାଚାର 24:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ବୁଦ୍ଧିରୂପ ଦ୍ଵାର ଉନ୍ମୁକ୍ତ କଲେ; Viz kapitolaଓଡିଆ ବାଇବେଲ45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)45 ତା’ପରେ ଧର୍ମଶାସ୍ତ୍ରର ଅର୍ଥ ବୁଝିବା ପାଇଁ ସେ ସେମାନଙ୍କ ମନକୁ ଉନ୍ମୁକ୍ତ କଲେ Viz kapitolaପବିତ୍ର ବାଇବଲ45 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ। Viz kapitola |