ଲୂକ ଲିଖିତ ସୁସମାଚାର 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯାହା ନିରୂପିତ, ତାହା ଅପେକ୍ଷା ଅଧିକ ଆଦାୟ କର ନାହିଁ। Viz kapitolaଓଡିଆ ବାଇବେଲ13 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେ ସେମାନଙ୍କୁ କହିଲେ, “ଉଚିତ୍ ପରିମାଣଠାରୁ ଅଧିକ ଆଦାୟ କର ନାହିଁ।” Viz kapitolaପବିତ୍ର ବାଇବଲ13 ଯୋହନ ସେମାନଙ୍କୁ କହିଲେ, “ତୁମ୍ଭକୁ ଯେତିକି ନେବାକୁ ଆଦେଶ ଦିଆଯାଇଛି, ତା'ଠାରୁ ଅଧିକ କର ଲୋକମାନଙ୍କଠାରୁ ନିଅ ନାହିଁ।” Viz kapitola |