ଲୂକ ଲିଖିତ ସୁସମାଚାର 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ, Viz kapitolaପବିତ୍ର ବାଇବଲ (Re-edited) - (BSI)15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ସମ୍ଵନ୍ଧରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ, Viz kapitolaଓଡିଆ ବାଇବେଲ15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ, Viz kapitolaପବିତ୍ର ବାଇବଲ (CL) NT (BSI)15 ମସୀହଙ୍କ ପ୍ରତୀକ୍ଷାରେ ଥିବା ଲୋକମାନଙ୍କ ଆଶା ଆକାଂକ୍ଷା ବୃଦ୍ଧି ପାଇବାକୁ ଲାଗିଲା। ଯୋହନ ହୁଏତ ମସୀହ ହୋଇଥିବେ, ଏ କଥା ସେମାନେ ମନେ ମନେ କହିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ15 ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷାରେ ଥିଲେ। ଯୋହନଙ୍କ ବିଷୟରେ ସେମାନେ ମନେ ମନେ ଭାବୁଥିଲେ, “ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।” Viz kapitola |