ଲୂକ ଲିଖିତ ସୁସମାଚାର 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଉକ୍ତ ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ। Viz kapitolaଓଡିଆ ବାଇବେଲ12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)12 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ’।” Viz kapitolaପବିତ୍ର ବାଇବଲ12 ଯୀଶୁ କହିଲେ, “ଶାସ୍ତ୍ରରେ ଏ କଥା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ପରମେଶ୍ୱରଙ୍କୁ କେବେ ହେଲେ ପରୀକ୍ଷା କରିବ ନାହିଁ।’” Viz kapitola |