ଲୂକ ଲିଖିତ ସୁସମାଚାର 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। Viz kapitolaଓଡିଆ ବାଇବେଲ24 ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ ପୁନର୍ବାର କହିଲେ, “ମୁଁ କହୁଛି, ଭାବବାଦୀ ନିଜ ବାସସ୍ଥାନରେ ଆଦୃତ ହୁଏ ନାହିଁ। Viz kapitolaପବିତ୍ର ବାଇବଲ24 ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, କୌଣସି ଭବିଷ୍ୟଦ୍ବକ୍ତାକୁ ନିଜ ନଗରରେ ଗ୍ରହଣ କରାଯାଏ ନାହିଁ। Viz kapitola |