ଲୂକ ଲିଖିତ ସୁସମାଚାର 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ। Viz kapitolaଓଡିଆ ବାଇବେଲ40 ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)40 ସୂର୍ଯ୍ୟାସ୍ତ ପରେ ଲୋକେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥିବା ସେମାନଙ୍କ ବନ୍ଧୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ସେ ପ୍ରତ୍ୟେକଙ୍କ ଉପରେ ତାଙ୍କର ହାତ ରଖି ସମସ୍ତଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ40 ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ। Viz kapitola |