ଲୂକ ଲିଖିତ ସୁସମାଚାର 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ। Viz kapitolaଓଡିଆ ବାଇବେଲ8 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ । Viz kapitolaପବିତ୍ର ବାଇବଲ (CL) NT (BSI)8 ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, ‘ତୁମର ପ୍ରଭୁ ଈଶ୍ୱରଙ୍କୁ କେବଳ ପୂଜା କର ଏବଂ କେବଳ ତାଙ୍କର ସେବା କର’।” Viz kapitolaପବିତ୍ର ବାଇବଲ8 ଯୀଶୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ କେବଳ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କରିବ ଓ ତାହାଙ୍କର ଉପାସନା କରିବ।’” Viz kapitola |