ଲୂକ ଲିଖିତ ସୁସମାଚାର 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ। Viz kapitolaଓଡିଆ ବାଇବେଲ16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ସେ ଅନେକ ସମୟରେ ନିର୍ଜ୍ଜନ ସ୍ଥାନମାନଙ୍କୁ ଯାଇ ପ୍ରାର୍ଥନାରେ ନିବିଷ୍ଟ ରହୁଥାଆନ୍ତି। Viz kapitolaପବିତ୍ର ବାଇବଲ16 କିନ୍ତୁ ଯୀଶୁ ପ୍ରାର୍ଥନା କରିବା ପାଇଁ ଅଧିକାଂଶ ସମୟରେ କୌଣସି ନିର୍ଜନ ସ୍ଥାନକୁ ଗ୍ଭଲି ଯାଉଥିଲେ। Viz kapitola |