ଲୂକ ଲିଖିତ ସୁସମାଚାର 5:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନପରିବର୍ତ୍ତନ ନିମନ୍ତେ ପାପୀମାନଙ୍କୁ ଆହ୍ଵାନ କରିବା ପାଇଁ ଆସିଅଛି। Viz kapitolaଓଡିଆ ବାଇବେଲ32 ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)32 ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବାକୁ ଆସି ନାହିଁ, ମନ ପରିବର୍ତ୍ତନ କରିବା ପାଇଁ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଚି।” Viz kapitolaପବିତ୍ର ବାଇବଲ32 ମୁଁ ଧାର୍ମିକ ଲୋକମାନଙ୍କ ପରିବର୍ତ୍ତନ ସକାଶେ ଆସି ନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସେମାନେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।” Viz kapitola |