ଲୂକ ଲିଖିତ ସୁସମାଚାର 5:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର? Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀ-ମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର? Viz kapitolaଓଡିଆ ବାଇବେଲ34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ? Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ, ବିବାହ ଉତ୍ସବରେ ବର ଉପସ୍ଥିତ ଥିବାବେଳେ ବରଯାତ୍ରୀମାନେ ଉପବାସ କରନ୍ତି? କଦାପି ନୁହେଁ! Viz kapitolaପବିତ୍ର ବାଇବଲ34 ଯୀଶୁ ସେମାନଙ୍କୁ କହିଲେ, “ବର, ବରଯାତ୍ରୀ ସହିତ ଥିବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ବରଯାତ୍ରୀମାନଙ୍କୁ ଉପବାସରେ ରଖି ପାରିବ? Viz kapitola |