ଲୂକ ଲିଖିତ ସୁସମାଚାର 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ଯାପନ କଲେ। Viz kapitolaଓଡିଆ ବାଇବେଲ12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)12 ଏହା ପରେ ଦିନେ ଯୀଶୁ ଏକ ପାହାଡ଼ ଉପରକୁ ପ୍ରାର୍ଥନା କରିବାକୁ ଗଲେ ଓ ଈଶ୍ୱରଙ୍କଠାରେ ପ୍ରାର୍ଥନା କରି ସମସ୍ତ ରାତ୍ରି ବିତାଇଲେ। Viz kapitolaପବିତ୍ର ବାଇବଲ12 ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ। Viz kapitola |