ଲୂକ ଲିଖିତ ସୁସମାଚାର 6:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। Viz kapitolaଓଡିଆ ବାଇବେଲ21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ । ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ । Viz kapitolaପବିତ୍ର ବାଇବଲ (CL) NT (BSI)21 “ହେ କ୍ଷୁଧାର୍ତ୍ତମାନେ, ତୁମ୍ଭେମାନେ ଧନ୍ୟ, ତୁମ୍ଭେମାନେ ପରିତୃପ୍ତ ହେବ! “ହେ ଶୋକାର୍ତ୍ତମାନେ, ତୁମ୍ଭେମାନେ ଧନ୍ୟ, ତୁମ୍ଭେମାନେ ଉତ୍ଫୁଲ୍ଲ ହେବ! Viz kapitolaପବିତ୍ର ବାଇବଲ21 ତୁମ୍ଭେମାନେ, ଯେଉଁମାନେ ଏବେ ଭୋକିଲା, ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ରୋଦନ କରୁଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଧନ୍ୟ, କାରଣ ତୁମ୍ଭେମାନେ ଆନନ୍ଦରେ ଜୀବନଯାପନ କରିବ। Viz kapitola |