ଲୂକ ଲିଖିତ ସୁସମାଚାର 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କିନ୍ତୁ ହାୟ, ଦଣ୍ତର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖ ଭୋଗ କରିଅଛ। Viz kapitolaଓଡିଆ ବାଇବେଲ24 କିନ୍ତୁ ହାୟ, ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)24 “ହାୟ ଧାର୍ମିକ ବୃନ୍ଦ! ବର୍ତ୍ତମାନ ତୁମ୍ଭେମାନେ ସୁଖ ଭୋଗ କରୁଛ! କିନ୍ତୁ ତୁମ୍ଭମାନଙ୍କ ଶେଷ ଦଶା କେଡ଼େ ଭୟଙ୍କର! Viz kapitolaପବିତ୍ର ବାଇବଲ24 “କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ। Viz kapitola |