ଲୂକ ଲିଖିତ ସୁସମାଚାର 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଶ୍ରବଣ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; Viz kapitolaଓଡିଆ ବାଇବେଲ27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର; Viz kapitolaପବିତ୍ର ବାଇବଲ (CL) NT (BSI)27 “କିନ୍ତୁ ଶୁଣ, ମୁଁ କହୁଛି, ତୁମର ଶତ୍ରୁକୁ ପ୍ରେମ କର। ଯେଉଁମାନେ ତୁମକୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର। Viz kapitolaପବିତ୍ର ବାଇବଲ27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। Viz kapitola |