ଲୂକ ଲିଖିତ ସୁସମାଚାର 6:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀ-ମାନଙ୍କୁ ପ୍ରେମ କରନ୍ତି। Viz kapitolaଓଡିଆ ବାଇବେଲ32 ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)32 “ଯେଉଁମାନେ ତୁମକୁ ପ୍ରେମ କରନ୍ତି, କେବଳ ସେମାନଙ୍କୁ ପ୍ରେମ କଲେ, ତୁମ୍ଭେମାନେ କାହିଁକି ଆଶୀର୍ବାଦ ପାଇବ? ଅଧାର୍ମିକମାନେ ମଧ୍ୟ ସେମାନଙ୍କୁ ପ୍ରେମ କରୁଥିବା ଲୋକମାନଙ୍କୁ ପ୍ରେମ କରନ୍ତି! Viz kapitolaପବିତ୍ର ବାଇବଲ32 “ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି। Viz kapitola |