ଲୂକ ଲିଖିତ ସୁସମାଚାର 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। Viz kapitolaଓଡିଆ ବାଇବେଲ6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)6 ଆଉ ଥରେ ବିଶ୍ରାମବାରରେ ଯୀଶୁ ଗୋଟିଏ ଉପାସନା ଗୃହକୁ ଯାଇ ଶିକ୍ଷା ଦେଲେ। ସେଠାରେ ଜଣେ ଲୋକ ଥିଲା। ତାହାର ଡ଼ାହାଣ ହାତ ଶୁଖି ଯାଇଥିଲା। Viz kapitolaପବିତ୍ର ବାଇବଲ6 ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା। Viz kapitola |