ଲୂକ ଲିଖିତ ସୁସମାଚାର 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି। Viz kapitolaଓଡିଆ ବାଇବେଲ7 ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)7 ଧର୍ମଗୁରୁ ଓ ଫାରୁଶୀମାନଙ୍କ ମଧ୍ୟରୁ କେତେଜଣ ଯୀଶୁଙ୍କ ଦୋଷ ଧରିବା ପାଇଁ କାରଣ ଖୋଜୁଥିଲେ। ସେ ବିଶ୍ରାମବାର ଦିନ ସୁସ୍ଥ କରିବେ କି ନାହିଁ, ତାହା ଦେଖିବାକୁ ତାଙ୍କ ପ୍ରତି ତୀକ୍ଷ୍ଣ ଦୃଷ୍ଟି ରଖିଥିଲେ। Viz kapitolaପବିତ୍ର ବାଇବଲ7 ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ। Viz kapitola |