ଲୂକ ଲିଖିତ ସୁସମାଚାର 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଗମନ କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ତାହାପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସଙ୍ଗେ ନାଇନ ସହରକୁ ଗଲେ ଏବଂ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ। Viz kapitolaପବିତ୍ର ବାଇବଲ11 ତା’ ପରଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ୟମାନେ ଓ ବହୁ ସଂଖ୍ୟାରେ ଅନ୍ୟ ଲୋକମାନେ ଯାଉଥିଲେ। Viz kapitola |