ଲୂକ ଲିଖିତ ସୁସମାଚାର 7:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ବରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ଵରଙ୍କୁ ଯଥାର୍ଥ ବୋଲି ସ୍ଵୀକାର କଲେ; Viz kapitolaଓଡିଆ ବାଇବେଲ29 ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ; Viz kapitolaପବିତ୍ର ବାଇବଲ (CL) NT (BSI)29 (ଯେଉଁମାନେ ଏହିସବୁ କଥା ଶୁଣୁଥିଲେ, ସେମାନେ, ବିଶେଷତଃ କରଆଦାୟକାରୀମାନେ, ଈଶ୍ୱରଙ୍କ ଯଥାର୍ଥ ଦାବୀ ସବୁ ପୂରଣ କରି ଯୋହନଙ୍କ ଦ୍ୱାରା ଜଳଦୀକ୍ଷା ଗ୍ରହଣ କରିଥିଲେ। Viz kapitolaପବିତ୍ର ବାଇବଲ29 ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ, Viz kapitola |