ଲୂକ ଲିଖିତ ସୁସମାଚାର 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏଥିର ଅଳ୍ପ ସମୟ ପରେ ସେ ଆପେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଭ୍ରମଣ କରିବାକୁ ଲାଗିଲେ, ଆଉ ଦ୍ଵାଦଶ ତାହାଙ୍କ ସାଙ୍ଗରେ ଥିଲେ, Viz kapitolaଓଡିଆ ବାଇବେଲ1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)1 କିଛି ସମୟ ପରେ ଯୀଶୁ ସହର ଓ ଗ୍ରାମମାନଙ୍କରେ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ଶୁଭବାର୍ତ୍ତା ପ୍ରଚାର କରି ଭ୍ରମଣ କଲେ। ବାର ଜଣ ଶିଷ୍ୟ ତାଙ୍କ ସହିତ ଗଲେ। Viz kapitolaପବିତ୍ର ବାଇବଲ1 ଏହା ପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ରେରିତ ମଧ୍ୟ ରହିଥିଲେ। Viz kapitola |