Online Bible

- Reklamy -




ଲୂକ ଲିଖିତ ସୁସମାଚାର 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ସେ ଶୋଇପଡ଼ିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।

Viz kapitola kopírovat

ଓଡିଆ ବାଇବେଲ

23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଲେ । ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଯିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହଠାତ୍ ହ୍ରଦ ଉପରେ ପ୍ରଚଣ୍ଡ ବାୟୁ ବହିଲା ଓ ନୌକାରେ ପାଣି ପଶିବାକୁ ଲାଗିଲା, ଯାହା ଫଳରେ ସେମାନେ ସମସ୍ତେ ଘୋର ବିପଦରେ ପଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ

23 ସେମାନେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହ୍ରଦରେ ଝଡ଼ତୋଫାନ ମାଡ଼ି ଆସିଲା। ଡଙ୍ଗାରେ ପାଣି ପଶିବାକୁ ଲାଗିଲା। ସେମାନେ ବିପଦରେ ପଡ଼ିଗଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 8:23

Následuj nás:

Reklamy


Reklamy