Online Bible

- Reklamy -




ଲୂକ ଲିଖିତ ସୁସମାଚାର 8:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଜଞ୍ଜିର ଓ ବେଡ଼ିସବୁ ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ। ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି ଲୋକେ ତାହାଙ୍କୁ ଜଞ୍ଜିର ଓ ବେଡ଼ିରେ ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ତାଇ ପକାଇ ଭୂତ ଦ୍ଵାରା ପ୍ରାନ୍ତରକୁ ଚାଳିତ ହେଉଥିଲା।

Viz kapitola kopírovat

ଓଡିଆ ବାଇବେଲ

29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି, ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ ତା’ଠାରୁ ଭୂତକୁ ବାହାରି ଯିବା ପାଇଁ ଆଦେଶ ଦେଇ ଥିବାରୁ ସେ ଏପରି କହିଲା। ଅନେକ ଥର ପୂଜ ତାକୁ ଆକ୍ରମଣ କରିଥିଲା। ତା’ର ହାତ ଓ ଗୋଡ଼କୁ ଜଞ୍ଜିରରେ ବାନ୍ଧି ରଖିଲେ ମଧ୍ୟ, ସେ ଜଞ୍ଜିର ଛିଣ୍ଡାଇ ପକାଇ ଥିଲା ଏବଂ ଭୂତ ତାକୁ ନିର୍ଜ୍ଜନ ସ୍ଥାନକୁ ନେଇ ଯାଉଥିଲା।

Viz kapitola kopírovat




ଲୂକ ଲିଖିତ ସୁସମାଚାର 8:29

Následuj nás:

Reklamy


Reklamy