ଲୂକ ଲିଖିତ ସୁସମାଚାର 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ। Viz kapitolaଓଡିଆ ବାଇବେଲ36 ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)36 ଯେଉଁମାନେ ନିଜେ ଘଟଣା ଦେଖିଥିଲେ, ଲୋକଟି କିପରି ସୁସ୍ଥ ହେଲା, ତାହା ଅନ୍ୟମାନଙ୍କୁ ଜଣାଇଲେ। Viz kapitolaପବିତ୍ର ବାଇବଲ36 ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା। Viz kapitola |