ଲୂକ ଲିଖିତ ସୁସମାଚାର 8:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା; Viz kapitolaପବିତ୍ର ବାଇବଲ (Re-edited) - (BSI)38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରି ଯାଇଥିଲେ, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା; Viz kapitolaଓଡିଆ ବାଇବେଲ38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା; Viz kapitolaପବିତ୍ର ବାଇବଲ (CL) NT (BSI)38 ଯେଉଁ ଲୋକଠାରୁ ଭୂତ ବାହାରି ଯାଇଥିଲା, ସେ ଯୀଶୁଙ୍କୁ ବିନତି କରି କହିଲା, “ମୋତେ ଆପଣଙ୍କ ସହିତ ଯିବାକୁ ଅନୁମତି ଦିଅନ୍ତୁ।” Viz kapitolaପବିତ୍ର ବାଇବଲ38 କିନ୍ତୁ ଯେଉଁ ଲୋକଠାରୁ ଦେହରୁ ଭୂତଗୁଡ଼ିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ଯିବାକୁ ଅନୁରୋଧ କଲା। କିନ୍ତୁ ଯୀଶୁ ଲୋକଟିକୁ ଏହା କହି ଘରକୁ ପଠାଇଦେଲେ: Viz kapitola |