ଲୂକ ଲିଖିତ ସୁସମାଚାର 8:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।” Viz kapitolaପବିତ୍ର ବାଇବଲ (Re-edited) - (BSI)48 ସେଥିରେ ସେ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା। Viz kapitolaଓଡିଆ ବାଇବେଲ48 ସେଥିରେ ଯୀଶୁ ତାହାଙ୍କୁ କହିଲେ, ଝିଅ, ତୋହର ବିଶ୍ୱାସ ତତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା । Viz kapitolaପବିତ୍ର ବାଇବଲ (CL) NT (BSI)48 ଯୀଶୁ ତାକୁ କହିଲେ, “ଝିଅ! ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି। ଶାନ୍ତିରେ ଚାଲିଯା।” Viz kapitolaପବିତ୍ର ବାଇବଲ48 ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ହେ ଝିଅ, ତୁମ୍ଭେ ବିଶ୍ୱାସ କଲ ସେଥିପାଇଁ ସୁସ୍ଥ ହୋଇଗଲ। ଏଥର ଶାନ୍ତିରେ ଯାଅ।” Viz kapitola |