ଲୂକ ଲିଖିତ ସୁସମାଚାର 8:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ। Viz kapitolaଓଡିଆ ବାଇବେଲ49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ନେତାଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)49 ଯୀଶୁ ଏହା କହିବା ସମୟରେ କର୍ମଚାରୀଙ୍କ ଘରୁ ଜଣେ ସମ୍ବାଦ ନେଇ ଆସିଲା। ସେ ଯାୟୀରସଙ୍କୁ କିହଲା, “ଆପଣଙ୍କ ଝିଅ ମରି ଯାଇଛି, ଗୁରୁଙ୍କୁ ଆଉ ହଇରାଣ କରନ୍ତୁ ନାହିଁ।” Viz kapitolaପବିତ୍ର ବାଇବଲ49 ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, “ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅ ନାହିଁ।” Viz kapitola |