ଲୂକ ଲିଖିତ ସୁସମାଚାର 8:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)50 କିନ୍ତୁ ଯୀଶୁ ଏହା ଶୁଣି ତାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର, ଆଉ ସେ ବଞ୍ଚିବ। Viz kapitolaଓଡିଆ ବାଇବେଲ50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ । Viz kapitolaପବିତ୍ର ବାଇବଲ (CL) NT (BSI)50 କିନ୍ତୁ ଯୀଶୁ ଏ କଥା ଶୁଣି ଯାୟୀରସଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର; ସେ ସୁସ୍ଥ ହେବ।” Viz kapitolaପବିତ୍ର ବାଇବଲ50 ଯୀଶୁ ଏ କଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, “ଭୟ କର ନାହିଁ। ବିଶ୍ୱାସ ରଖ, ତୁମ୍ଭ ଝିଅ ସୁସ୍ଥ ହୋଇଯିବ।” Viz kapitola |