ଲୂକ ଲିଖିତ ସୁସମାଚାର 8:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)52 ମାତ୍ର ସମସ୍ତେ ତାହା ଲାଗି ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି। Viz kapitolaଓଡିଆ ବାଇବେଲ52 ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ । ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)52 ସେଠାରେ ଥିବା ଲୋକମାନେ ପିଲାଟି ନିମନ୍ତେ ରୋଦନ ଓ ଶୋକ କରୁଥିଲେ। ଯୀଶୁ କହିଲେ, “କାନ୍ଦ ନାହିଁ, ପିଲାଟି ମରି ନାହିଁ - ସେ କେବଳ ଶୋଇଛି!” Viz kapitolaପବିତ୍ର ବାଇବଲ52 ସମସ୍ତେ ସେହି ଝିଅଟିର ମୃତ୍ୟୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, “କାନ୍ଦ ନାହିଁ, ସେ ମରି ନାହିଁ, ସେ କେବଳ ଶୋଇଛି ମାତ୍ର।” Viz kapitola |