ଲୂକ ଲିଖିତ ସୁସମାଚାର 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ସେମାନେ ପ୍ରାୟ ପାଞ୍ଚହଜାର ପୁରୁଷ ଥିଲେ। ଆଉ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ। Viz kapitolaଓଡିଆ ବାଇବେଲ14 କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ । ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ । Viz kapitolaପବିତ୍ର ବାଇବଲ (CL) NT (BSI)14 (ସେଠାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ) ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଏହି ଲୋକମାନଙ୍କୁ ଦଳ ଦଳ କରି ପ୍ରତି ଦଳରେ ପଚାଶ ଜଣଙ୍କୁ ବସାଅ।” Viz kapitolaପବିତ୍ର ବାଇବଲ14 ସେଠାରେ କେବଳ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଲୋକମାନଙ୍କୁ ପଗ୍ଭଶ ପଗ୍ଭଶ ଜଣ ହିସାବରେ ଦଳ ଦଳ କରି ବସାଅ।” Viz kapitola |